ଓଡିଶା

ଆରମ୍ଭ ହୋଇଯାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ଥିଓରି ପରୀକ୍ଷା

ଭୁବନେଶ୍ୱର :  ଆରମ୍ଭ ହୋଇଯାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ଥିଓରି ପରୀକ୍ଷା। ପରୀକ୍ଷା ପାଇଁ ସକାଳ ୮.୩୦ ସୁଦ୍ଧା ସମସ୍ତ କେନ୍ଦ୍ର‌ରେ ପ୍ରଶ୍ନପତ୍ର ପହଞ୍ଚିଥିଲା। କପି ରୋକିବାକୁ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏହି ପରୀକ୍ଷାରେ ୩ଲକ୍ଷ ୫୭ ହଜାର ୯୪୨ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ ବୋଲି ପୂର୍ବରୁ ସୂଚନା ରହିଛି।

କଳା ବିଭାଗରେ ୨ଲକ୍ଷ ୩୩ହଜାର ୮୫୫ ପରୀକ୍ଷାର୍ଥୀ ରହିଥିବା ବେଳେ ବିଜ୍ଞାନରେ ୯୩ହଜାର ୮୯୪, ବାଣିଜ୍ୟରେ ୨୪ହଜାର ୩୩୧ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୫୮୬୨ଜଣ ରହିଛନ୍ତି।

Related posts

୧୬ରେ ନବୀନଙ୍କ ରୋଡ଼ ସୋ

mahabharatanews

ଦ୍ୱିତୀୟ ଦିନରେ ସାନଛତା ମଠ ଉଚ୍ଛେଦ

mahabharatanews

ମୁଖ୍ୟମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ

mahabharatanews