ଓଡିଶା

ବାହାନଗାରେ ପ୍ରଧାନମନ୍ତ୍ରୀ ମୋଦୀ

(ବାଲେଶ୍ଵର) : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ନଆସି ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲ୍ଲା କଲାଇକୁଣ୍ଡା ଏୟାର‌ ଫୋର୍ସ ଷ୍ଟେସନ୍‌ରେ ପହଞ୍ଚିଥିଲେ। ସେଠାରୁ ସେ ଏକ ବାୟୁସେନାର ହେଲିକପ୍ଟର ଯୋଗେ ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳକୁ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଟ୍ରେନ୍‌ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଡାକ୍ତରଖାନାରେ ଆହତଙ୍କୁ ଭେଟିବେ।

ସୂଚନାନୁଯାୟୀ , ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ପୂର୍ବାହ୍‌ଣରେ ଟ୍ରେନ୍‌ ଦୁର୍ଘଟଣା ନେଇ ସମୀକ୍ଷା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକ‌ରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ରେଳବାଇର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

 

Related posts

ବାଟପାଳସା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଟିତ

mahabharatanews

ସ୍ଵତନ୍ତ୍ର ରେଳ ଯୋଗେ କେରଳରରୁ ଆସିଲେ ୨୧୬ଜଣ ପ୍ରବାସୀ ଓଡ଼ିଆ

mahabharatanews

ବ୍ୟାପକ ବର୍ଷାରେ ଫସଲହାନୀର କ୍ଷତି ପୁରଣ ପ୍ରଦାନ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

mahabharatanews