ଓଡିଶା

ଓଡ଼ିଶାରେ ମୋଦି 

(ଭୁବନେଶ୍ୱର) : ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱରରୁ ହେଲିକପ୍ଟରରେ ଚଣ୍ଡିଖୋଲ ଯିବେ । ସ୍ୱତନ୍ତ୍ର ବିମାନରେ ତେଲେଙ୍ଗାନାରୁ ଆସି ପହଞ୍ଚିଲେ । ଭୁବନେଶ୍ୱରରୁ ହେଲିକପ୍ଟରରେ ଚଣ୍ଡିଖୋଲ ଯିବେ । ୩ଟା ୩୦ରେ ସରକାରୀ କାର୍ଯ୍ୟକ୍ରମରେ ଦେବେ ଯୋଗ । ୪ଟା ୧୫ରେ ସାଧାରଣ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ତେବେ ମାସକ ପରେ ପୁଣି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ।

ସୂଚନାନୁଯାୟୀ , ଗତମାସ ୩ ତାରିଖରେ ସମ୍ବଲପୁର ଆସିଥିଲେ । ପ୍ରାୟ ୧୯ହଜାର ୬୦୦କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହା ସହ ଓଡ଼ିଶା ପାଇଁ ଅନ୍ୟ କିଛି ସ୍ୱତନ୍ତ୍ର ଘୋଷଣା କରିବାର ସମ୍ଭାବନା ରହିଛି । ଓଡ଼ିଶାରେ ପ୍ରଧାନମନ୍ତ୍ରୀ, ୨୦ହଜାର କୋଟିର ପ୍ରକଳ୍ପ ଦେଲେ ଭେଟି ଏହାପରେ ପାଖରେ ଥିବା ଏକ ପଡ଼ିଆରେ ଆୟୋଜିତ ‘ମୋଦି ଗ୍ୟାରେଣ୍ଟି’ ବିଶାଳ ସଭାରେ ବିଜେପିର ହଜାର ହଜାର ନେତା, କର୍ମୀ, ସମର୍ଥକ ଓ ଶୁଭେଚ୍ଛୁଙ୍କୁ ସମ୍ବୋଧିତ କରିବେ । ଜନସଭା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଜେପି ପକ୍ଷରୁ ଜୋରଦାର ପ୍ରୟାସ ରହିଛି । ସେଠାରୁ ପୁଣି ଥରେ ବାୟୁସେନାର ହେଲିକପ୍ଟରରେ ଭୁବନେଶ୍ୱର ବିମାନ ବନ୍ଦରକୁ ଆସିବେ ।

Related posts

ଗତକାଲିର ୬ ଜଣଙ୍କ ମଧ୍ୟରୁ ୨ ଶିଶୁ ସଂକ୍ରମିତ

mahabharatanews

ରାଜଧାନୀରେ ଉଚ୍ଛେଦ ପ୍ରକିୟା ଆରମ୍ଭ

mahabharatanews

ପ୍ରବାସୀ ଓଡିଆଙ୍କ ଫେରିବା ପାଇଁ ଏକ ଜରୁରୀ ପ୍ରସ୍ତୁତି ବୈଠକ

mahabharatanews