(ପୁରୀ) : ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଆଜି ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଛି । ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ପୁରୀରେ ରୋଡ ଶୋ’ କରିବେ ମୋଦୀ । ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’ପାଇଁ ସାରା ସହରର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ପରିଲକ୍ଷିତ ହେଉଛି ।
previous post
next post
