ଓଡିଶା

୫୦୮ ଷ୍ଟେସନର ଉନ୍ନତୀକରଣର ; ଓଡ଼ିଶାରୁ ୨୫

(ଭୁବନେଶ୍ୱର) : ବହୁ ପ୍ରତିକ୍ଷିତ ରେଳ ଷ୍ଟେସନର ଉନ୍ନତୀକରଣର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ । ୫୦୮ ରେଳ ଷ୍ଟେସନର ପୁନର୍ବିକାଶ କାର୍ଯ୍ୟ ଉଦଘାଟିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ଜରିଆରେ ଏହାର ଶିଳାନ୍ୟାସ କରିଛନ୍ତି । ଓଡ଼ିଶାରୁ ୨୫ଟି ଷ୍ଟେସନର ମଧ୍ୟ ପୁନର୍ବିକାଶ ହେବାର ଯୋଜନା ରହିଛି ।

ସୂଚନାନୁଯାୟୀ , ସେଗୁଡ଼ିକ ହେଲା ସାକ୍ଷୀଗୋପାଳ, ମଞ୍ଚେଶ୍ୱର, ଢେଙ୍କାନାଳ, ଛତ୍ରପୁର, ଅନୁଗୁଳ, ମେରାମଣ୍ଡଳୀ, ବାଲୁଗାଁ, ଲିଙ୍ଗରାଜ ଟେମ୍ପୁଲ ରୋଡ୍, ତାଳଚେର ରୋଡ୍, ଖୋର୍ଦ୍ଧା ରୋଡ୍, କଣ୍ଟାବାଞ୍ଜି, ବରଗଡ଼ ରୋଡ୍, ହୀରାକୁଦ, ରେଢ଼ାଖୋଲ, ବରପାଲି, ମୁନିଗୁଡ଼ା, ବଲାଙ୍ଗିର, ହରିଶଙ୍କର ରୋଡ୍, ଭବାନୀପାଟଣା, ଖରିଆର ରୋଡ୍, ଦାମନଯୋଡ଼ି, ବଡ଼ବିଲ, ରାଜଗାଙ୍ଗପୁର, ବାରିପଦା ଓ ଜଳେଶ୍ୱର । ଅତ୍ୟାଧୁନିକ ସୁବିଧା ଯୋଗୁଁ ଦେଶକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ହେବ’ ବୋଲି କହଛନ୍ତି ମୋଦି ।

 

Related posts

କରୋନାରୁ ସୁସ୍ଥ ହେଲେ ଆଉ ୧୫୪୪ ଆକ୍ରାନ୍ତ

mahabharatanews

ପୁରୀରୁ ବିରଳ ପ୍ରଜାତିର ସାର୍କ ମାଛ

mahabharatanews

ଦ୍ଵିତୀୟ ଦିନରେ ଭଞ୍ଜନଗର ଠାକୁରାଣୀ ଯାତ୍ରା

mahabharatanews

Leave a Comment