Uncategorized

ଅମିତ ଶାହଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ତଥା ବିଜେପିର ଚାଣକ୍ୟ କୁହାଯାଉଥିବା ଅମିତ ଶାହଙ୍କ ୫୫ତମ ଜନ୍ମଦିନ । ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପିର ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଜନ୍ମଦିନର ଶୁଭେଚ୍ଛା ଦେବା ସହ କହିଛନ୍ତି ଯେଉଁ ପ୍ରକାରରେ ସେ ଦେଶର ବିକାଶ ଦିଗରେ ଯୋଗଦାନ ଦେଉଛନ୍ତି ତାର ସମସ୍ତେ ସାକ୍ଷୀ ଅଛନ୍ତି। ସେହିପରି ଯୋଗୀ , ନୀତିନ ଗଡ଼କରି, ପୀୟୁଷ ଗୋଏଲ ମଧ୍ୟ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ କାମନା କରି ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି।

Related posts

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ମୃତ

mahabharatanews

ଦେଶରେ ଦିନକରେ ୮୬ ହଜାର ୯୬୧ ନୁଆ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ବିଦେଶକୁ ଗୋଏୟାରର ବିମାନ ଉଡାଣ ବନ୍ଦ

mahabharatanews