ଓଡିଶା

ରଥ ଖଳା ହାଲଚାଲ 

ସୂଚନାନୁଯାୟୀ , ଭୋଇସେବକମାନେ ରଥ ନିର୍ମାଣ ପାଇଁ ରଥଖଳା ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଲୁହା ଓ ବାଉଁଶ ବାନ୍ଧି ଚାଳି ପ୍ରସ୍ତୁତ କରିଛନ୍ତି। ବାଉଁଶ ଚାଳି ଉପରେ ଚାଞ୍ଚରା ପକାଯାଉଛି। ପୂଜା ପାଇଁ ଆବଶ୍ୟକ କାଠ ବି ରଥଖଳାରେ ରଖାଯାଇଛି। ମେ ୧୮ ତାରିଖ ଭିତରେ କାମ ସାରିବାକୁ କୁହାଯାଇଛି।

Related posts

ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଚାଲିଛି ସର୍ବଦଳୀୟ ବୈଠକ

mahabharatanews

କଟକରେ ନକଲି ମେଡିସିନ କାରବାର ମାମଲାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

mahabharatanews

କେନାଲରେ ଭାସି ଯାଉଥିବା ବ୍ୟକ୍ତିଙ୍କୁ ଉଦ୍ଧାର କଲେ ୨ ନାବାଳକ

mahabharatanews