ଭାରତ

ଦ୍ବିଦିବସୀୟ ଭିଜିଟର କନଫରେନ୍ସରେ ରାଷ୍ଟ୍ରପତି

 (ଦିଲ୍ଲୀ) : ଗତକାଲି  ମଙ୍ଗଳବାର ରାଷ୍ଟ୍ରପତି ଭବନଠାରେ ଅନୁଷ୍ଠିତ ଦ୍ବିଦିବସୀୟ ‘ଭିଜିଟର କନଫରେନ୍ସ-୨୦୨୩’ର ଉଦ୍‌ଘାଟନ ସମାରୋହରେ ପରାମର୍ଶ ଦେଇଛନ୍ତି ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ସମାରୋହରେ ଯୋଗଦେଇ ଆଗାମୀ ୨୫ ବର୍ଷ ଆମ ସମସ୍ତଙ୍କ ପାଇଁ ମହତ୍ତ୍ୱପୂର୍ଣ୍ଣ। ଆଗାମୀ ୨୫ରୁ ୩୦ ବର୍ଷ ମଧ୍ୟରେ ଭାରତ ବିଶ୍ୱଗୁରୁ ହେବାକୁ ଯାଉଛି କହିଛନ୍ତି ।

ସେ ଆହୁରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ରାଷ୍ଟ୍ରୀୟ ଶିକ୍ଷାନୀତିରେ ରୂପ ଦିଆଯାଇଛି। ଭାରତରେ ପ୍ରଥମ ଥର ପାଇଁ ୩ ବର୍ଷର ପିଲାଙ୍କୁ ସାଧାରଣ ଶିକ୍ଷାରେ ଯୋଡାଯାଇଛି। ବାଲବାଟିକା ୧, ୨, ୩ ଏବଂ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପାଠ୍ୟକ୍ରମ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହୋଇସାରିଛି। ନ୍ୟାସନାଲ କରିକୁଲମ ଫ୍ରେମ୍‌ଓ୍ୱାର୍କ ସାର୍ବଜନୀନ ହେବାକୁ ଯାଉଛି। ଆଗାମୀ ପ୍ରାୟ ଦୁଇ ବର୍ଷ ଭିତରେ ଦ୍ୱାଦଶ ପର୍ଯ୍ୟନ୍ତ ସେ ସବୁକୁ ପୁସ୍ତକରେ ରୂପାନ୍ତରିତ କରାଯିବ।

Related posts

ପ୍ରଥମ ନିଜସ୍ୱ SSLV ମିଶନକୁ ଲଞ୍ଚ କରି ଇସ୍ରୋ ରଚିଲା ଇତିହାସ

mahabharatanews

 ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଫ୍ରାନ୍ସ ରାଷ୍ଟ୍ରପତି

mahabharatanews

ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଛି ହିଜାବ ବିବାଦ

mahabharatanews