ଓଡିଶା

ଆଜି ନିର୍ବାଚନୀ ପ୍ରଚାର କରିବେ ମୋଦି 

(ଭୁବନେଶ୍ୱର):  ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଲେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶାରେ ସୋମବାର ନିର୍ବାଚନୀ ପ୍ରଚାର କରିବେ ମୋଦି । ଏହି ପରିପ୍ରେକ୍ଷୀରେ ରବିବାର ରାତିରେ ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

ସୂଚନାନୁଯାୟୀ , ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟ ବିଜେପିର ତୁଙ୍ଗ ନେତୃତ୍ବ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ । ଭୁବନେଶ୍ବରରେ ରାତ୍ରି ଯାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ବ୍ରହ୍ମପୁର ଏବଂ ନବରଙ୍ଗପୁର ଗସ୍ତ କରିବା ସହିତ ସେଠାରେ ଦଳୀୟ ସମାବେଶକୁ ଉଦବୋଧନ ଦେବେ । ପିଏମ୍ ମୋଦିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା ବ୍ୟାପକ କରାଯାଇଛି ।

Related posts

ଓଟିଟି ପ୍ଲାଟଫର୍ମରେ ପ୍ରସାରିତ କାର୍ଯ୍ୟକ୍ରମ ଉପରେ କଟକଣା ପାଇଁ ଦାବି

mahabharatanews

ରାଜ୍ୟରେ ଆଉ ଜଣେ ସୁସ୍ଥ ହୋଇ ଘରକୁ ଫେରିଲେ

mahabharatanews

ପୋଲିସ ଗାଡି ଧକ୍କାରେ ଜଣେ ମୃତ, ମୁଖ୍ୟ ରାସ୍ତା ଅବରୋଧ

mahabharatanews