ଓଡିଶା

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍

(ଦିଲ୍ଲୀ) :  ଗଡ଼ିଲା ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଏହାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭାରମ୍ଭ କଲେ ମୋଦୀ । ଦେଶରେ ମୋଟ୍ ୯ ଟି ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇଲେ ପ୍ରଧାନମନ୍ତ୍ରୀ ।

ସୂଚନାନୁଯାୟୀ, ୦୯ ଟି ଏକ୍ସପ୍ରେସର ନାମ ରାଉରକେଲା-ଭୁବନେଶ୍ଵର-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ଉଦୟପୁର – ଜୟପୁର ବନ୍ଦେ ଭାରତ ଏକ୍ସପ୍ରେସ୍‌ । ତିରୁନେଲଭେଲି – ମଦୁରାଇ – ଚେନ୍ନାଇ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ହାଇଦ୍ରାବାଦ – ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ବିଜୟୱାଡା – ଚେନ୍ନାଇ (ଭାୟା ରେନିଗୁଣ୍ଟା) ବନ୍ଦେ ଭାରତ ଏକ୍ସପ୍ରେସ୍‌ । ପାଟନା – ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ । କାସରଗୋଡ – ତିରୁଅନନ୍ତପୁରମ ବନ୍ଦେ ଭାରତ ଏକ୍ସପ୍ରେସ । ରାଞ୍ଚି – ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ । ଜାମନଗର – ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସ୍‌ ।

Related posts

ଅଲ୍ ଇଣ୍ଡିଆ ମୋଟର ଟ୍ରାନ୍ସପୋର୍ଟ କଂଗ୍ରେସର ସମ୍ବର୍ଧନା ସଭା ଅନୁଷ୍ଠିତ

mahabharatanews

ଆଖି ବୁଜିଲେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ

mahabharatanews

ପିପିଲିରେ ୨୯ ପ୍ଲାଟୁନ ଓଏସପି, ୩ କମ୍ପାନୀ ସିଏପିଏଫ ମୁତୟନ: ଡିଜିପି

mahabharatanews