ଓଡିଶା

ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ମୋଦି

(ଭୁବନେଶ୍ୱର) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ( ମେ’୫ ତାରିଖ) ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ , ସେ କହିଛନ୍ତି, ପ୍ରଧାନମନ୍ତ୍ରୀ କାଲି ରାତିରେ ସ୍ବତନ୍ତ୍ର ବିମାନରେ ପହଞ୍ଚିବେ ଏବଂ  ଭୁବନେଶ୍ୱରରେ ରହିବେ। ଏଠାରୁ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଆୟୋଜିତ ସଭାରେ ଉଦବୋଧନ ଦେବେ। ନବୀନ ସରକାର ଅମଳରେ ରାଜ୍ୟରେ ଗରିବୀ ବଢ଼ିଛି। କିନ୍ତୁ ବିଜେପି ସରକାର ଆସିଲେ କେମିତି ଓଡ଼ିଶାରୁ ଗରିବୀ ହଟିବ।

Related posts

ଦଧିବ୍ରାହ୍ମଣ ମାନଙ୍କ ଏକାଦଶି ଉଜ୍ଜାପନ ପୂଜା ସ୍ଥାନୀୟ ଦଧିବାମନ ମନ୍ଦିରରେ ମହା ଆଡ଼ମ୍ବରରେ ପାଳିତ

mahabharatanews

ମନ୍ଦିର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର

mahabharatanews

ପାଟଣାରେ ଫୁଟିଲା ବିରଳ ବ୍ରହ୍ମକମଳ

mahabharatanews