ଓଡିଶା

 ‘ଲକ୍ଷ୍ମୀ’ଯୋଜନାକୁ ବିରୋଧ ;  କୋରାପୁଟ ଓ ମାଲକାନଗିରିରେ ବସ ଚଳାଚଳ ବନ୍ଦ

(ଭୁବନେଶ୍ୱର) : ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ଯୋଜନାକୁ ବିରୋଧ କରୁଛି ଘରୋଇ ବସ୍ ମାଲିକ ସଂଘ । ଏ ନେଇ ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ ରହିବ । ମାଲକାନଗିରି ଜିଲ୍ଲା ଘରୋଇ ବସ ମାଲିକ ସଂଘ ଏହି ଯୋଜନାକୁ ସମର୍ଥନ କରି ବନ୍ଦରେ ସାମିଲ ହେବ ବୋଲି ଘୋଷଣା କରିଛି ।

ସୂଚନାନୁଯାୟୀ , ବାହାର ଜିଲ୍ଲାରୁ କୌଣସି ବେସରକାରୀ ବସକୋରାପୁଟ, ମାଲକାନଗିରି, ଜୟପୁର ଓ ନବରଙ୍ଗପୁରକୁ ଆସିବ ନାହିଁ ।
ଲକ୍ଷ୍ମୀ’ଯୋଜନା କୁ ବିରୋଧ କରି ଘରୋଇ ବସ ମାଲିକ ସଂଘ ଆସନ୍ତା 10 ତାରିଖରୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଧର୍ମଘଟ ଡାକରା ଦେଇଛି । ଲକାନଗିରି ଜିଲ୍ଲା ଘରୋଇ ବସ ମାଲିକ ସଂଘ ଏହି ଯୋଜନାକୁ ସମର୍ଥନ କରି ବନ୍ଦରେ ସାମିଲ ହେବ ବୋଲି ଘୋଷଣା କରିଛି ।

 

Related posts

ଜମିପଟ୍ଟା ପ୍ରଦାନ ଦାବିରେ ବସ୍ତିବାସିନ୍ଦାଙ୍କ ପ୍ରତିବାଦ

mahabharatanews

ସ୍କୁଲ୍ ଭିତରକୁ ପଶି ଆସିଲା ଭାଲୁ

mahabharatanews

ଶ୍ରୀ ଜୀଉ ଙ୍କ ପ୍ରିୟ ଖାଦ୍ୟ ପଖାଳ, ଆଜି ରାଜ୍ୟ ପାଳୁଛି ପଖାଳ ଦିବସ

mahabharatanews