ଓଡିଶା

୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ ଡାକରା

(ବୌଦ୍ଧ) : NAC ମାନ୍ୟତା ଦାବିରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ବନ୍ଦ ଡାକରା । ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଫଳରେ ଦୋକାନ ବଜାର ଗାଡ଼ିଚଳାଚଳ ବନ୍ଦ ରହିଛି । ରାସ୍ତାରେ ଆନ୍ଦୋଳକାରୀମାନେ ପିକେଟିଂ କରି ବନ୍ଦ ପାଳନ କରିଛନ୍ତି।
NAC ଘୋଷଣା କରାନଯିବା ପ୍ରତିବାଦରେ ଅସନ୍ତୋଷ ଦେଖା ଦେଇଛି । ଗତକାଲି ପୁରୁଣାକଟକ ଓ ଲୋଇସିଂହା ବନ୍ଦ ଡାକରା ଦିଆଯାଇଥିଲା । ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ଗଠନ କରାଯିବ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ବେଳେ ଏହାକୁ ନେଇ କେତେକ ସ୍ଥାନରେ ଅସନ୍ତୋଷ ଦେଖା ଦେଇଛି ।

Related posts

ବାଲୁକା କଳାରେ ବିଜୟ ମହାନ୍ତିଙ୍କୁ ୨ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀଙ୍କ ଶ୍ରଦ୍ଧାଞ୍ଜଳୀ

mahabharatanews

ନୂଆପଡା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲ, ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

mahabharatanews

ପିପିଲିରେ ୨୯ ପ୍ଲାଟୁନ ଓଏସପି, ୩ କମ୍ପାନୀ ସିଏପିଏଫ ମୁତୟନ: ଡିଜିପି

mahabharatanews