ଓଡିଶା

ଘୋଷଯାତ୍ରା ପ୍ରସ୍ତୁତି : ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

(ପୁରୀ) : ରଥଯାତ୍ରାକୁ ସୁରୁଖୁରୁରେ କରିବାକୁ ଆଜି ବସୁଛି ପରିଚାଳନା କମିଟି ବୈଠକ ।   ତେବେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ବଜେଟ, ରଥ ଯାତ୍ରାର ନୀତିକାନ୍ତିକୁ ନିଘଣ୍ଟ  କରାଯିବ । ଏନେଇ ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବୈଠକରେ ଭର୍ଚୁଆଲ୍ ମାଧ୍ୟମରେ ଅଧ୍ୟକ୍ଷତା କରିବେ ।

ସୂଚନାନୁଯାୟୀ , ବୈଠକରେ ଉପସ୍ଥିତ ରହିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପିଙ୍କ ସମେତ ପରିଚାଳନା କମିଟି ସଦସ୍ୟ ସକାଳୁ ସକାଳୁ ଜଳୁଛି ରାଜଧାନୀ: ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୩୦ ଡ଼ିଗ୍ରୀ ପାର୍ ସେହିପରି ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଦିନ ତୃତୀୟ ତଥା ଅନ୍ତିମ ସମନ୍ୱୟ ବୈଠକ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବୈଠକରେ ଭର୍ଚୁଆଲ୍ ମାଧ୍ୟମରେ ଅଧ୍ୟକ୍ଷତା କରିବେ ।

Related posts

ଏନଏବିଇଟି କ୍ୟୁସିଆଇ ରାଙ୍କି: କିଟ ପଲ୍ଲିଟେକନିକ ରାଜ୍ୟର ଶ୍ରେଷ୍ଠ କଲେଜ

mahabharatanews

ବିଧାନସଭାରେ ଜଳସମ୍ପଦ ମନ୍ତ୍ରୀଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

mahabharatanews

ଧାମନଗରରେ ହାରିବା ଭୟରେ ରକ୍ତମୁଖା ହୋଇଛି ବିଜେପି

mahabharatanews