Uncategorized

ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର । ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଚଢ଼ାଉ ଚାଲିଛି ।

ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଚଲାଇଛି। ଭୁବନେଶ୍ୱର, ସୋନପୁର, ବଲାଙ୍ଗୀର ଘର ସମେତ ଅଫିସରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୧୦ ଡିଏସ୍ପି, ୧୫ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି।

Related posts

ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ ଗରମ ମସଲା

mahabharatanews

ନେପାଳ: ନୂତନ ନକ୍ସାକୁ କାଠମାଣ୍ଡୁରେ ବିରୋଧ

mahabharatanews

ଦଳ ହିତଠୁ ଉଚ୍ଚରେ ଦେଶ ହିତ: ପ୍ରଧାନମନ୍ତ୍ରୀ

mahabharatanews