ଓଡିଶାରାଜନୀତି

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବୁନେଶ୍ୱର: ପ୍ରାର୍ଥୀପତ୍ର ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ । ରାଜ୍ୟସଭା ପ୍ରାର୍ଥୀ ଭାବେ  ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ପ୍ରାର୍ଥିପତ୍ର ଦାଖଲ ବେଳେ ଉପସ୍ଥିତ ଥିଲେ ବିଜେପିର ବରିଷ୍ଠ ନେତା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପିର ଅନେକ ବିଧାୟକ ମଧ୍ୟ ନାମାଙ୍କନପତ୍ର ଦାଖଲ ସମୟରେ ଉପସ୍ଥିତି ରହିଥିଲେ । ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ଅଶ୍ୱିନୀ । ଅନ୍ୟପଟେ ଅଶ୍ୱିନୀଙ୍କୁ ବିଜେପି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବା ପରେ ଏହାକୁ ସମର୍ଥନ କରିଛି ବିଜେଡି । ଏନେଇ ପ୍ରେସ ରିଲିଜ ଜରିଆରେ ଦଳ ପକ୍ଷରୁ ସୂଚନା ଦିଆଯାଇଥିଲା । ପୂର୍ବଥର ମଧ୍ୟ ଅଶ୍ୱିନୀ ବିଜେଡି ସମର୍ଥନରେ ରାଜ୍ୟସଭା ଯାଇଥିଲେ । ୨୦୨୪ରେ ମଧ୍ୟ ସମାନ ଘଟଣା ଦେଖିବାକୁ ମିଳିଛି । ଏହାପୂର୍ବରୁ ବିଜେଡିର ୨ ରାଜ୍ୟସଭା ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଓଡ଼ିଶାରୁ ତୃତୀୟ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ଅଶ୍ୱିନୀ ବୈଷ୍ଣବ ।

 

ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ପ୍ରାର୍ଥିପତ୍ର ଦାଖଲ ବେଳେ ଉପସ୍ଥିତ ଥିଲେ ବିଜେପିର ବରିଷ୍ଠ ନେତା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପିର ଅନେକ ବିଧାୟକ ମଧ୍ୟ ନାମାଙ୍କନପତ୍ର ଦାଖଲ ସମୟରେ ଉପସ୍ଥିତି ରହିଥିଲେ । ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ଅଶ୍ୱିନୀ । ଅନ୍ୟପଟେ ଅଶ୍ୱିନୀଙ୍କୁ ବିଜେପି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବା ପରେ ଏହାକୁ ସମର୍ଥନ କରିଛି ବିଜେଡି । ଏନେଇ ପ୍ରେସ ରିଲିଜ ଜରିଆରେ ଦଳ ପକ୍ଷରୁ ସୂଚନା ଦିଆଯାଇଥିଲା । ପୂର୍ବଥର ମଧ୍ୟ ଅଶ୍ୱିନୀ ବିଜେଡି ସମର୍ଥନରେ ରାଜ୍ୟସଭା ଯାଇଥିଲେ । ୨୦୨୪ରେ ମଧ୍ୟ ସମାନ ଘଟଣା ଦେଖିବାକୁ ମିଳିଛି । ଏହାପୂର୍ବରୁ ବିଜେଡିର ୨ ରାଜ୍ୟସଭା ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଓଡ଼ିଶାରୁ ତୃତୀୟ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ଅଶ୍ୱିନୀ ବୈଷ୍ଣବ ।

 

Related posts

ସ୍କୁଟିକୁ ଧକ୍କା ଦେଲା ପିକ୍ଅପ୍ ଭ୍ୟାନ, ୨ ମୃତ

mahabharatanews

ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଅପେକ୍ଷା ଆଉ ମାତ୍ର ୭ ଦିନ  

mahabharatanews

ରାଜ୍ୟରେ ଲାଗି ରହିବ ବର୍ଷା

mahabharatanews