ଭୁବନେଶ୍ୱର: ଶୀତ ନ ଯାଉଣୁ ରାଜ୍ୟ ଭିଜିବ ଅଦିନିଆ ବର୍ଷାରେ । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ୧୬ ରୁ ୧୯ ଯାଏ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ସମ୍ବଲପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡର ସ୍ଥାନେ ସ୍ଥାନେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ସେହିପରି ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ୧୭ ତାରିଖରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏ ନେଇ ୧୫ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
When aging, men naturally start to suffer from decreased sexual drives. cialis 20mg Usually, this happens due to low testosterone levels.