ଓଡିଶା

୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ସୂଚନା ଦେଇଛି । ଉପକୂଳବର୍ତ୍ତୀ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି ।

ସୂଚନାନୁଯାୟୀ , ୧୨ ଜିଲ୍ଲା ମଧ୍ୟରୁ ୮ଟି ଉପକୂଳବର୍ତ୍ତୀ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବିସ୍ତୃତି ବର୍ଷା ରହିବ। ଗତକାଲି ମଧ୍ୟ ରାଜ୍ୟରେ ବିସ୍ତୃତି ବର୍ଷା ରେକର୍ଡ କରାଯାଇଛି।  ଆଗାମୀ ୨୪ ଘଣ୍ଟାରେ କିଛି ଜାଗାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଭାରି ବର୍ଷାର ସମ୍ଭାବନା ରହିଛି।

Related posts

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି ;  ୬୫୩ କରୋନା ଆକ୍ରାନ୍ତ  ଚିହ୍ନଟ

mahabharatanews

କରୋନା ଯୁଦ୍ଧରେ ୯୫ ବର୍ଷୀୟ ବୃଦ୍ଧଙ୍କ ବିଜୟ

mahabharatanews

ଆସନ୍ତାକାଲି ନୂଆଖାଇ, ପ୍ରସ୍ତୁତି ଆରମ୍ଭ  

mahabharatanews