ଓଡିଶା

ଘୂର୍ଣ୍ଣି ବଳୟ ପ୍ରଭାବ: ପ୍ରବଳ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ଘନେଇବାରେ ଲାଗିଲାଣି ଘୂର୍ଣ୍ଣି ବଳୟ ।  ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୯ ତାରିଖ ସକାଳ ଆଡ଼କୁ ସେହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେବୋଲି ଭାରତୀୟ ପାଣିପାଗ ବିଭାଗ ସଚନା ଦେଇଛି ।

ତେବେ ଏହାର ପ୍ରଭାବରେ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି ।

Related posts

ଦେଶରେ ସର୍ବଶ୍ରେଷ୍ଠ ଆଇଟିଆଇ ମଧ୍ୟରେ ଓଡ଼ିଶାର ୬

mahabharatanews

ଏଣିକି କାଠ ଚେୟାରରେ ମହାପ୍ରଭୁଙ୍କ ଦର୍ଶନ କରିବେ ଦିବ୍ୟାଙ୍ଗ ଭକ୍ତ 

mahabharatanews

ବିପଦରେ ଓଡ଼ିଆ ଅସ୍ମିତା, ଭାଷାକୁ ସୁରକ୍ଷା ଦେବାରେ ରାଜ୍ୟ ସରକାର ବିଫଳ

mahabharatanews