ଓଡିଶା

ଘୂର୍ଣ୍ଣି ବଳୟ ପ୍ରଭାବ: ପ୍ରବଳ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ଘନେଇବାରେ ଲାଗିଲାଣି ଘୂର୍ଣ୍ଣି ବଳୟ ।  ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୯ ତାରିଖ ସକାଳ ଆଡ଼କୁ ସେହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେବୋଲି ଭାରତୀୟ ପାଣିପାଗ ବିଭାଗ ସଚନା ଦେଇଛି ।

ତେବେ ଏହାର ପ୍ରଭାବରେ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି ।

Related posts

୧୯ରୁ ବଦଳିବ ପାଗ 

mahabharatanews

ସମସ୍ତ ସ୍ୱାସ୍ଥ୍ୟାନୁଷ୍ଠାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କଲେ ସରକାର

mahabharatanews

ଦୁବାଇରେ ଧୁମଧାମରେ ପାଳିତ ହେଲା ଓଡ଼ିଶା ଦିବସ 

mahabharatanews