ଓଡିଶା

ରାଜଭବନ ଉଦ୍ୟାନକୁ ଉପଭୋଗ କରୁଛନ୍ତି ରାଜଧାନୀବାସୀ 

(ଭୁବନେଶ୍ୱର) :  ଖୋଲିଲା ରାଜଭବନ ଉଦ୍ୟାନ ।  ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଶନିବାର ଠାରୁ ଖୋଲିଲା ରାଜଭବନ ଉଦ୍ୟାନ । ରାଜଭବନ ଉଦ୍ୟାନ ଭିତରେ ରଙ୍ଗ ବେରଙ୍ଗର ଫୁଲ ସାଙ୍ଗକୁ , ହରିଣ ପାର୍କ, ବିଭିନ୍ନ ପ୍ରକାର ଚଢ଼େଇ , ଭିନ୍ନ ପ୍ରକାର ମାଛ ଯାହା ଦର୍ଶକ ଓ ସ୍କୁଲ ପିଲାମାନଙ୍କୁ ଉଦ୍ୟାନ ପ୍ରତି ଆକୃଷ୍ଟ କରିଛି ।  ସେହିପରି ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରି ମାସର ରବିବାର ସମେତ ଅନ୍ୟ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ ।

ସୂଚନାନୁଯାୟୀ , ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Related posts

ଆସନ୍ତା ୧୦ ଯାଏ ରାଜ୍ୟରେ ବର୍ଷା ଜାରି 

mahabharatanews

ସୁଶାନ୍ତଙ୍କ ମା’ଙ୍କୁ ସମ୍ବର୍ଦ୍ଧନା

mahabharatanews

୩ ଶହ ତଳେ ରହିଛି କରୋନା ସଂକ୍ରମଣ; ୨୯୬ କରୋନା ଆକ୍ରାନ୍ତ ଚିହ୍ନଟ୍ର

mahabharatanews