ଓଡିଶା

ରଥଯାତ୍ରା : ଆଉ ମାତ୍ର ୩୧ଦିନ 

(ପୁରୀ) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ଅଳ୍ପ ଦିନ। ଭକ୍ତ ନିଜର ଧର୍ଯ୍ୟ  ହରେଇ ବସିଲାଣି ଚକାନୟନକୁ ଦେଖିବାକୁ   ଏଥି ପ୍ରସ୍ତୁତି ଜୋରସୋରରେ ଚାଲିଛି । ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ  ଶେଷରେ ପହଞ୍ଚିଛି।  ଶେଷ ହୋଇଛି ତିନିରଥର ଚକ ଏବଂ ଅଖ ନିର୍ମାଣ କାର୍ଯ୍ୟ ।

ସୂଚନାନୁଯାୟୀ , ତାଳଧ୍ୱଜ ରଥର ମୋଟ୍ ୧୪ ଗୋଟି ଚକ ଏବଂ ୭ଗୋଟି ଅଖର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ୧୪ ନାହାକା ନିର୍ମାଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୮ଟି ୨୦ ଫୁଟିଆ ଧଉରା ଫାଳି କାଠ ରଥ ଆମୀନ ଭୋଇ ସେବକଙ୍କ ମାଧ୍ୟମରେ ଯୋଗାଇ ଥିଲେ । ଦୁଇଟି ଆଠ କୋଣି ୧୪ନାହାକାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଆଉ ୬ ଟିର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

 

Related posts

ବଦଳି ଯାଇଛି ପାଣିପାଗର ମିଜାଜ ;୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର

mahabharatanews

ବିଫଳ ହେଲା ଏସବିଆଇ ଏଟିଏମ ଲୁଟ ଉଦ୍ୟମ

mahabharatanews

ଆରମ୍ଭ ହୋଇଛି ପ୍ରଥମ ପର୍ୟ୍ୟାୟ ପଦୋନ୍ନତି ଅଦାଲତ

mahabharatanews