ଓଡିଶା

ରଥଯାତ୍ରା : ଆଉ ମାତ୍ର ୩୧ଦିନ 

(ପୁରୀ) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ଅଳ୍ପ ଦିନ। ଭକ୍ତ ନିଜର ଧର୍ଯ୍ୟ  ହରେଇ ବସିଲାଣି ଚକାନୟନକୁ ଦେଖିବାକୁ   ଏଥି ପ୍ରସ୍ତୁତି ଜୋରସୋରରେ ଚାଲିଛି । ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ  ଶେଷରେ ପହଞ୍ଚିଛି।  ଶେଷ ହୋଇଛି ତିନିରଥର ଚକ ଏବଂ ଅଖ ନିର୍ମାଣ କାର୍ଯ୍ୟ ।

ସୂଚନାନୁଯାୟୀ , ତାଳଧ୍ୱଜ ରଥର ମୋଟ୍ ୧୪ ଗୋଟି ଚକ ଏବଂ ୭ଗୋଟି ଅଖର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ୧୪ ନାହାକା ନିର୍ମାଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୮ଟି ୨୦ ଫୁଟିଆ ଧଉରା ଫାଳି କାଠ ରଥ ଆମୀନ ଭୋଇ ସେବକଙ୍କ ମାଧ୍ୟମରେ ଯୋଗାଇ ଥିଲେ । ଦୁଇଟି ଆଠ କୋଣି ୧୪ନାହାକାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଆଉ ୬ ଟିର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

 

Related posts

ଜିଲ୍ଲାପାଳଙ୍କ ବିଭିନ୍ନ କୋଭିଡ କେୟାର ହୋମ ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମୀକ୍ଷା

mahabharatanews

୨୦ରୁ ଦଶମ ପରୀକ୍ଷା 

mahabharatanews

କଣିହାଁ ସାଇ ନର୍ସଂହୋମରେ ଡିଜିଟାଲ ଏକସ୍ରେ ମେସିନ

mahabharatanews