ଓଡିଶା

ରଥଯାତ୍ରା : ଆଉ ମାତ୍ର ୩୦ଦିନ 

(ପୁରୀ) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ଅଳ୍ପ ଦିନ। ଭକ୍ତ ନିଜର ଧର୍ଯ୍ୟ  ହରେଇ ବସିଲାଣି ଚକାନୟନକୁ ଦେଖିବାକୁ । ଏଥି ପ୍ରସ୍ତୁତି ଜୋରସୋରରେ ଚାଲିଛି । ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ  ଶେଷରେ ପହଞ୍ଚିଛି।  ଶେଷ ହୋଇଛି ତିନିରଥର ଚକ ଏବଂ ଅଖ ନିର୍ମାଣ କାର୍ଯ୍ୟ ।

ସୂଚନାନୁଯାୟୀ , ତାଳଧ୍ୱଜ ରଥର ମୋଟ୍ ୧୪ ଗୋଟି ଚକ ଏବଂ ୭ଗୋଟି ଅଖର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ୧୪ ନାହାକା ନିର୍ମାଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୮ଟି ୨୦ ଫୁଟିଆ ଧଉରା ଫାଳି କାଠ ରଥ ଆମୀନ ଭୋଇ ସେବକଙ୍କ ମାଧ୍ୟମରେ ଯୋଗାଇ ଥିଲେ । ଦୁଇଟି ଆଠ କୋଣି ୧୪ନାହାକାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଆଉ ୬ ଟିର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

 

 

 

Related posts

କଇଠଡା ପଞ୍ଚାୟତ ୭ ଦିନ ପାଇଁ ସଟଡାଉନ

mahabharatanews

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ କଂଗ୍ରେସ କରିବ ପ୍ରତିବାଦ

mahabharatanews

ଯୁଗ ଯୁଗ ପାଇଁ ଅଦମ୍ୟ ସାହସ, ଓ ଅନନ୍ୟ ପରାକାଷ୍ଠାର ବାର୍ତ୍ତା ଦେଇ ଚାଲିବ ବିଜୁ ବାବୁଙ୍କ ଡାକୋଟା

mahabharatanews