ଓଡିଶା

ଘୋଷଯାତ୍ରା : ୯ଟାରୁ ଆରମ୍ଭ ପହଣ୍ଡି

(ପୁରୀ) : ଆଜି ଶ୍ରୀଜିଉଙ୍କ ପ୍ରବିତ୍ର  ରଥଯାତ୍ରା । ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ଦେଖିବାକୁ ମିଳିଛି  । ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ତେବେ ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସରିଛି।

ସୂଚନାନୁଯାୟୀ , ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

Related posts

ପୌର ନିର୍ବାଚନ: ୨ରୁ ନାମାଙ୍କନ, ୨୪ରେ ଭୋଟ

mahabharatanews

ବୌଦ୍ଧ ମୁଖ୍ୟ ଡାକ ଘରୁ ଲକର୍ ଭାଙ୍ଗି ଲୁଟ୍ ଅଭିଯୋଗ

mahabharatanews

ଆଜି ଶ୍ରାବଣର ପ୍ରଥମ ସୋମବାର, ଶୈବ ପୀଠରେ କାଉଡିଆଙ୍କ ଭିଡ

mahabharatanews