ଅପରାଧଓଡିଶା

ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ବିଭାଗ ରେଞ୍ଜର ଅଧିକାରୀ ସୁକୁମାର ଦୁଖୁ

ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ବିଭାଗ ରେଞ୍ଜର ଅଧିକାରୀ ସୁକୁମାର ଦୁଖୁ । ରେଞ୍ଜର ସୁକୁମାର ୨ ଲକ୍ଷ ୩୪ ହଜାର ୮୦୦ ଟଙ୍କା ଧରି ନବରଙ୍ଗପୁର ସହର ସ୍ଥିତ ନିଜ ବାସଭବନକୁ ବ୍ୟକ୍ତିଗତ ଗାଡ଼ିରେ ଆସୁଥିବା ବେଳେ ଇନ୍ଦ୍ରାବତୀ ବ୍ରିଜ ନିକଟରେ ମାଡି ବସିଥିଲା ଭିଜିଲାନ୍ସ । ଜେରା ସମୟରେ ଏହି ଟଙ୍କା କେଉଁଠାରୁ ଆଣିଲେ ସେନେଇ ସୁକୁମାର ‌କୌଣସି ସ୍ପଷ୍ଟ ସୂଚନା ଦେଇପାରିନଥିଲେ । ସୁକୁମାରଙ୍କୁ ଭିଜିଲାନ୍ସ ଟିମ୍ ସାଙ୍ଗରେ ନେଇ ଗୁଡାରି ସରକାରୀ ବାସଭବନରେ ଅଧିକ ତଦନ୍ତ କରୁଛି । ଅନ୍ୟ ଗୋଟିଏ ଟିମ ନବରଙ୍ଗପୁର ସେନାପତି ସାହି ରେ ଥିବା ବାସଭବନ ରେ ଅଧିକ ତଦନ୍ତ କରୁଛି ଭିଜିଲାନ୍ସ ବିଭାଗ ।

Related posts

ଜାଗର ଯାତ୍ରା :୧୦ରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ

mahabharatanews

ରାଜଧାନୀରେ ହତ୍ୟା ; ସ୍ୱାମୀ ମୃତ , ସ୍ତ୍ରୀ ଗୁରୁତର

mahabharatanews

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ସଫେଇ

mahabharatanews