ଓଡିଶା

ଓଡ଼ିଆ ଯବାନ ସଂଗ୍ରାମ ଜେନାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

(ହରପ୍ରସାଦ ବିଶୋଇ/ମହାଭାରତ)ଭୁବନେଶ୍ୱର: ଓଡ଼ିଆ ଯବାନ ସଂଗ୍ରାମ ଜେନାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୟାଲ ଏନଫିଲଡ ଗାଡ଼ିରେ ଲାଗିଥିବା ୧୧ ଫୁଟ ଶିଢ଼ିରେ ୧୨୮ କିଲୋମିଟର ଅତିକ୍ରମ କରିଥିଲେ ସଂଗ୍ରାମ । ଇଣ୍ଡିଆନ ଆର୍ମିରେ କାର୍ୟ୍ୟରତ ସଂଗ୍ରାମଙ୍କ ଘର ଯାଜପୁର ଜିଲ୍ଲାରେ ଜ୍ଝ ସଂଗ୍ରାମ ଦୁଃସାହସିକ ଯାତ୍ରା କରି ବିଶ୍ୱ ରେକର୍ଡ଼ ସୃଷ୍ଟି କରିଥିଲେ ।ତେଣୁ ମୁଖ୍ୟମନ୍ତ୍ରୀ ଆଜି ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।

Related posts

ଆଉ ୩ ସଂକ୍ରମିତ ଚିହ୍ନଟ

mahabharatanews

ଆକ୍ସନ ମୋଡରେ ସରକାର, ଶଙ୍ଖ ଭବନର ହେବ ତଦନ୍ତ

mahabharatanews

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଦିତୀୟ ଦିନରେ ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ବାଲୁକାଶିଳ୍ପୀ

mahabharatanews