ଓଡିଶା

ଅସୁରେଶ୍ୱର ପଂଚାୟତ ପରିସରରେ ରେ ସାଧାରଣତନ୍ତ୍ର ଦିବସ ପାଳନ

ଆଜି ସାରା ଦେଶ ରେ 77 ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯଉଛି ।  ସେହି ଉପଲକ୍ଷେ ଆଜି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଅସୁରେଶ୍ୱର ପଂଚାୟତ ପରିସରରେ ରେ ସାଧାରଣତନ୍ତ୍ର ଦିବସ ପାଳନ କରାଯିବା ସହ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ଏଥିରେ ପଂଚାୟତ ସରପଞ୍ଚ ଏବଂ  ଅନ୍ୟ କାର୍ଯ୍ୟକର୍ତ୍ତା ମାନେ ଏକତ୍ରିତ ହୋଇ ପଂଚାୟତ ପରିସରରେ ଭିତରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟା ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଅସୁରେଶ୍ୱର ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ପଂଚାୟତ ବହୁ ବୁଦ୍ଧିଜୀବୀ ମାନେ ଯୋଗ ଦେଇଥିଲେ । ଜାତୀୟ ପତାକା ପ୍ରତି ସମ୍ମାନ ଜଣାଇଥିଲେ।

Related posts

ଗାଧୋଇବା ବେଳେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ

mahabharatanews

ରାଜ୍ୟ କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି

mahabharatanews

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ିବସିଲା ପୁଲିସ ,୨ ଅଭିଯୁକ୍ତ ଗିରଫ

mahabharatanews