ଓଡିଶା

ଡଙ୍ଗା ବୁଡି ଘଟଣା: ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା 

(ମହାନଦୀ): ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ହୀରାକୁଦ ଜଳଭଣ୍ଡାରରେ ଅଘଟଣ ଘଟିଥିଲା । ଡଙ୍ଗା ବୁଡ଼ି ୨ ମୃତ ୭ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳ ପହଞ୍ଚିଥିଲେ । ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନେ ବରଗଡ଼ ବାଞ୍ଜିପାଲିରୁ ଯାଉଥିଲେ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

Related posts

ନଦୀପଠାରେ ଛାତ୍ରୀଙ୍କ ଶବ ଉଦ୍ଧାର, ହତ୍ୟା ସନ୍ଦେ

mahabharatanews

ରାୟଗଡାରେ ଆଉ ୪ କରୋନା ପଜିଟିଭ ଚିହ୍ନଟ

mahabharatanews

ରାଣୀ ପଣ୍ଡାଙ୍କ କାର୍‌ ଧକ୍କାରେ ଯୁବକ ମୃତ

mahabharatanews