ଓଡିଶା

ରାଉରକେଲାରୁ କୋଲକାତାକୁ ଉଡ଼ିବ ବିମାନ

(ରାଉରକେଲା) : ରାଉରକେଲାରୁ କୋଲକାତାକୁ ଉଡ଼ିବ ବିମାନ । ରାଜ୍ୟ ସରକାରଙ୍କ ସହଯୋଗରେ ଆରମ୍ଭ ହେବ ଏହି ବିମାନ ସେବା। ପ୍ରତି ମଙ୍ଗଳବାର, ଗୁରୁବାର ଓ ଶନିବାର ଚଳାଚଳ କରିବ ଏହି ବିମାନ । ମାତ୍ର ଦେଢ଼ ଘଣ୍ଟାରେ ରାଉରକେଲାରୁ କୋଲକାତା ପହଞ୍ଚି ହେବ । ଆଲାଏନ୍ସ ଏୟାର ସହଯୋଗରେ ସପ୍ତାହକୁ ୩ ଦିନ ବିମାନ ଚଳାଚଳ ହେବ ।

ସୂଚନାନୁଯାୟୀ ,ପ୍ରାରମ୍ଭିକ ବିମାନ ଦେୟ ୧୯୯୯ ଟଙ୍କା ରହିଛି।  ରାଜ୍ୟ ସରକାର ୩୫ଟି ଆସନ ପାଇଁ ଏହି ଫଣ୍ଡିଂ ବ୍ୟବସ୍ଥା କରିଛନ୍ତି । ମଙ୍ଗଳବାର, ଗୁରୁବାର ଓ ଶନିବାର ଏହି ବିମାନ ଚଳାଚଳ କରିବ । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ସହଯୋଗରେ ରାଉରକେଲାରୁ କୋଲକାତାକୁ ବିମାନ ସେବା ଆରମ୍ଭ ହେବ । ଆଉ ମାତ୍ର ଦେଢ଼ଘଣ୍ଟା ମଧ୍ୟରେ କୋଲକାତା ଯାଇ ହେବ ।

Related posts

ଧାରଣା ଦେଲେ ଅଙ୍ଗନୱାଡି କର୍ମୀ

mahabharatanews

ହାଇୱା ମାଲିକ ସଙ୍ଘ ଦାବି ପୂରଣ ନ ହେଲେ ହେବ ଆନ୍ଦୋଳନ

mahabharatanews

 ଖରାରୁ ସାମାନ୍ୟ ଆଶ୍ୱସ୍ତି 

mahabharatanews