ଓଡିଶା

ରୁବେଲା ଭାଇରସ; ଗର୍ଭବତୀଙ୍କୁ ସତର୍କ ରହିବାକୁ ନିର୍ଦେଶ

(ଭୁବନେଶ୍ୱର) : ରୁବେଲା ଭାଇରସକୁ ନେଇ ଗର୍ଭବତୀଙ୍କୁ ସତର୍କ କଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ । ଗର୍ଭବତୀଙ୍କୁ ରୁବେଲା ହେଲେ ଜନ୍ମରୁ ସନ୍ତାନ କ୍ଷେତ୍ରରେ ଭାଇରସ୍ ଦେଖାଦିଏ ଯେଉଁ ଗର୍ଭବତୀଙ୍କ ଠାରେ ଲକ୍ଷଣ ଥିବ, ଟେଷ୍ଟିଂ କରାଇବାକୁ ପରାମର୍ଶ ଦେଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ । ଆକ୍ରାନ୍ତ ଶିଶୁଙ୍କ ଶରୀରରେ ଘିମିତି ସଦୃଶ୍ୟ ହେବା ସହ ଥଣ୍ତା, କାଶ ଏବଂ ଜ୍ୱର ହୋଇଥିବା ନେଇ ସୂଚନା । ଦୁଇ ଶିଶୁଙ୍କ ବୟସ ଯଥାକ୍ରମେ ୭ ରୁ ୨ ବର୍ଷ ।

ସୂଚନାନୁଯାୟୀ , ଗତକାଲି ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ୨ ଶିଶୁ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ତି ବ୍ଲକ ପୋଡାଲଗୁଡା ଗାଁର । ବର୍ତ୍ତମାନ ସୁଦ୍ଧା ନବରଙ୍ଗପୁରର ୨ଟି ବ୍ଲକରେ ୧୮ ଜଣଙ୍କ ଲକ୍ଷଣ ଥିଲା। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଅଛି ।

Related posts

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

mahabharatanews

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

mahabharatanews

ଫିଲ୍ମ ‘ଆଦି ପୁରୁଷ’କୁ ​ଲିଗାଲ୍ ନୋଟିସ୍‌

mahabharatanews