ଓଡିଶା

ଆଜି ସାବିତ୍ରୀ ବ୍ରତ ,ଚଳଚଞ୍ଚଳ ଗାଁରୁ ସହର

(ଭୁବନେଶ୍ୱର) :  ଆଜି ହେଉଛି ବଡ଼ ପର୍ବ ସାବିତ୍ରୀ ବ୍ରତ । ସଧବା ହିନ୍ଦୁ ନାରୀଙ୍କ ଲାଗି ସବୁଠାରୁ ବଡ଼ ପର୍ବ ସାବିତ୍ରୀ ଓଷା। ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ବ୍ରତ ପାଳୁଛନ୍ତି ବିବାହିତ ମହିଳା। ତେବେ ଏହାକୁ ନେଇ ଗାଁ ଠାରୁ ସହର ପର୍ଯ୍ୟନ୍ତ ସବୁଠି ପୂଜା ଚାଲିଛି । ଏହି କାରଣରୁ ବିଭିନ୍ନ ମନ୍ଦିରରେ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି ।

ସୂଚନାନୁଯାୟୀ, ସକାଳ ହେଉ ହେଉ ମଥାରେ ସିନ୍ଦୂର, ହାତରେ ନୂଆ ଚୁଡ଼ି, ରଙ୍ଗ ବେରଙ୍ଗ ଶାଢିରେ ସଜେଇ ହୋଇ କେହି କେହି ସଧବା ମହିଳା ମନ୍ଦିରରେ ପହଞ୍ଚିଛନ୍ତି ତ ଆଉ କେହି ଘରେ ପୂଜା କରୁଥିବା ପରିଲକ୍ଷିତ ହେଉଛି।

 

 

 

 

Related posts

ମାଲକାନଗିରି ରାଣୀ ଦୁର୍ଗାବତୀଙ୍କ ୪୫୭ତମ ବଳିଦାନ ଦିବସ ପାଳିତ

mahabharatanews

ମହିଳାଙ୍କ ତଣ୍ଟିକଟା ମୃତଦେହ ଉଦ୍ଧାର ଘଟଣାରେ ଅଭିଯୁକ୍ତ ପ୍ରେମିକକୁ ଗିରଫ

mahabharatanews

ଚଳିତ ବର୍ଷ ସନ୍ଧ୍ୟା ପୂର୍ବରୁ ହେବ କୁମାର ପୂର୍ଣ୍ଣିମା ପୂଜା 

mahabharatanews