ଭାରତ

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଆପ୍‌ ନେତା ସତ୍ୟେନ୍ଦ୍ର ଜୈନ

(ଦିଲ୍ଲୀ)  : ମନି ଲଣ୍ଡରିଂ ମାମଲାରେ ଜେଲ୍‌ରେ ଥିବା ଆପ୍‌ ନେତା ଏବଂ ପୂର୍ବତନ ଦିଲ୍ଲୀ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ସୋମବାର ଦିନ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସତ୍ୟେନ୍ଦ୍ରଙ୍କର ସ୍ୱାସ୍ଥ୍ୟବସ୍ଥାକୁ ନେଇ ବର୍ତ୍ତମାନ ସ୍ପଷ୍ଟ ସୂଚନା ମିଳିନି ।

ସୂଚନାନୁଯାୟୀ , ତାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ବିଗିଡ଼ିଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କୁହାଯାଉଛି ଜେଲ୍‌‌ରେ ତାଙ୍କ ଓଜନ ମଧ୍ୟ ୩୫ କିଲୋ କମିଯାଇଛି। ମନି ଲଣ୍ଡରିଂ ମାମଲାରେ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଗତ ସପ୍ତାହରେ ନୋଟିସ କରିଥି‌ଲେ।

 

Related posts

ଚନ୍ଦ୍ରାୟଣ -୩ : ଟ୍ୱିଟ୍ ଯୋଗେ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 

mahabharatanews

ଭାରତରୁ ଫିଲିପାଇନ୍ସ ଗଲା କ୍ଷେପଣାସ୍ତ୍ର

mahabharatanews

ପାର୍ଥ ମୋ ଘରକୁ ମିନି ବ୍ୟାଙ୍କ ଭାବେ ବ୍ୟବହାର କରୁଥିଲେ: ଅର୍ପିତା

mahabharatanews