ଓଡିଶାଖେଳ

ଆଜି ନବୀନଙ୍କୁ ଭେଟିବେ ସୌରଭ ଦାଦା 

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ସୌରଭ ଗାଙ୍ଗୁଲି । ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପରାହ୍ନ ୫ଟାରେ ସାକ୍ଷାତ କରିବେ ସୌରଭ ଗାଙ୍ଗୁଲି । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଗାଙ୍ଗୁଲି ବାରବାଟୀ ଷ୍ଟାଡିୟମ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଦେଖିବେ । ଆଜି ବାରବାଟୀରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

Related posts

ଘରୁ ମିଳିଲା ଦୁଇ ଭଉଣୀଙ୍କ ଝୁଲନ୍ତା ମୃତଦେହ

mahabharatanews

ସ୍ନାନ ମଣ୍ଡପରେ କେଉଁ କେଉଁ ନୀତି ସମ୍ପନ୍ନ ହୁଏ? ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

mahabharatanews

ଗୁଜୁରାଟରୁ ୪ ବସରେ ଗଞ୍ଜାମ ଆସୁଛନ୍ତି ପ୍ରବାସୀ ଓଡିଆ: ଜିଲ୍ଲାପାଳ

mahabharatanews