ଓଡିଶା

ମହାଶିବରାତ୍ରି: ଆଜି ୧୦ ଟାରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର : ଆଜି ପବିତ୍ର ମହାଶିବରାତ୍ରି ଉପଲକ୍ଷେ ସକାଳୁ ସକାଳୁ ବିଭିନ୍ନ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଆରମ୍ଭ ହୋଇଯାଇଛି । ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଚଳିତ ବର୍ଷ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି। ଆଜି ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ। ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ସୂଚନାନୁଯାୟୀ ,ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି,୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ ପ୍ରାୟ ୨୭ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ।

Related posts

ରାଜ୍ୟରେ ଏଡସ୍‌ ଆକ୍ରାନ୍ତଙ୍କ ସଂଖ୍ୟାରେ ଏକ ନମ୍ବର ଗଞ୍ଜାମ

mahabharatanews

ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କର ବୁଧବାର ପରଲୋକ ଘଟିଛି

mahabharatanews

ମୋହନାରେ ବାଘ ବୁଲୁଥିବା ସନ୍ଦେହ

mahabharatanews