ଓଡିଶାରାଜନୀତି

ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ

ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ । ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଲିଖିତ ଉତ୍ତର ।ରାସନ କାର୍ଡ ଧାରୀଙ୍କୁ ଓଜନ ମାପରେ ଠକୁଛନ୍ତି ଡିଲର ।  ୭୫ଟି ରାସନ ଡିଲରଙ୍କ ବିରୁଦ୍ଧରେ ଆକ୍ସନ ନେବା ସହ ସେମାନଙ୍କ ଲାଇସେନ୍ସ ବାତିଲ କରିଛନ୍ତି ସରକାର । ଚଳିତ ଆର୍ଥିକ ବର୍ଷରେ ୩୬୨୪ ମାମଲାର ତଦନ୍ତ କରାଯାଇ ୭୫ଟି ରାସନ ଡିଲରଙ୍କ ଲାଇସେନ୍ସ ବାତିଲ କରାଯିବା ସହ ସେମାନଙ୍କ ବିରୁଦ୍ଧରେ ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

Related posts

ଥାନାରେ ପଶି ପୁଲିସକୁ ଆକ୍ରମଣ

mahabharatanews

ଆଜି ମକରଚୌରାଶୀ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

mahabharatanews

ରାଜ୍ୟରେ ପୁଣି ୩୭୪୮ ସଂକ୍ରମିତ ଚିହ୍ନଟ

mahabharatanews