ଓଡିଶା

ଆଜିଠୁ ବୁଲିବ ‘ଜଗନ୍ନାଥ ରଥ’ 

(ପୁରୀ):  ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ୧୨ ତାରିଖରୁ ଯଜ୍ଞ କାର୍ଯ୍ୟ ଆରମ୍ଭ ହେବ। ଯାତ୍ରୀ ପରିକ୍ରମା ପ୍ରକଳ୍ପକୁ ଭବ୍ୟ ଓ ଆଧ୍ୟାତ୍ମିକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପଞ୍ଚାୟତରାଜ ବିଭାଗ ପକ୍ଷରୁ ଆଜି ଠାରୁ ରାଜ୍ୟ ବ୍ୟାପୀ ଶ୍ରୀଜଗନ୍ନାଥ ରଥ ପରିକ୍ରମା କରିବ। ଏହା ରାଜ୍ୟରେ ସମସ୍ତ ଘରୁ ଘରୁ ଅରୁଆ ଚାଉଳ, ଗୁଆ ଓ ନଡ଼ିଆ ସଂଗ୍ରହ କରିବ।

ସୂଚନାନୁଯାୟୀ ,ଆସନ୍ତା ଜାନୁଆରୀ ୧୭ରେ ଉଦ୍ଦଘାଟନ ହେବ ମୁଖ୍ୟମନ୍ତ୍ରୀଙ୍କ ଡ୍ରିମ୍ ପ୍ରୋଜେକ୍ଟ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏହି ଉଦ୍ଦଘାଟନୀ ଉତ୍ସବକୁ ସୁରୁଖୁରୁରେ ସମ୍ପାଦନ କରିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଜାରି ରହିଛି । ତେବେ ଏନେଇ ଆଜିଠୁ ୧୭ ତାରିଖ ଯାଏଁ ଗାଁରୁ ସହର ବୁଲିବ ‘ଜଗନ୍ନାଥ ରଥ’ ।

Related posts

ଫେବୃଆରୀରେ ରାଜ୍ୟସଭା ନିର୍ବାଚନ

mahabharatanews

ନିର୍ବାଚନ ଆୟୋଗଙ୍କ ସମୀକ୍ଷା ବୈଠକ

mahabharatanews

୧୬ ରୁ ୧୯ ଯାଏ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭ।ବନା

mahabharatanews