ଓଡିଶା

ଶ୍ରୀମନ୍ଦିରରେ ଆରମ୍ଭ ହେଲା ରୁପା ଛାଉଣୀ କାମ

(ପୁରୀ) : ଶ୍ରୀମନ୍ଦିର ସିଂହଦ୍ଵାରର ନୂତନ ରୂପାଦ୍ବାର ସ୍ଥାପନ କରାଯିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପୂର୍ବ ନିଷ୍ପତ୍ତି ଅନୁଯାୟୀ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନ ଯାତ୍ରାରେ ବାହାରିବା ପରେ କାମ ଆରମ୍ଭ ହୋଇଛି । ପ୍ରଥମେ ପ୍ଲାଇରେ ନିର୍ମିତ ଅସ୍ଥାୟୀ ସିଂହଦ୍ୱାର ତିଆରି କରାଯାଉଛି । ଏହାପରେ ସିଂହଦ୍ବାରରେ ଥିବା ପିତ୍ତଳ ଦ୍ୱାରକୁ ଖୋଲାଯିବ ।

ସୂଚନାନୁଯାୟୀ , ମୁମ୍ବାଇର ଜଣେ ଦାତା ଶ୍ରୀମନ୍ଦିର ସିଂହଦ୍ୱାରକୁ ରୁପା ଛାଉଣି କରିବା ପାଇଁ ମନ୍ଦିର ପ୍ରଶାସନକୁ ରୁପା ଦାନ କରିଛନ୍ତି । ବର୍ତ୍ତମାନ ଲାଗିଥିବା ପୂର୍ବରୁ ସାତପାହାଚ, ଜୟବିଜୟ ଦ୍ବାର, କଳାହାଟ ଦ୍ବାର, ବେହରଣ ଦ୍ଵାର, ଭୋଗମଣ୍ଡପ ଦ୍ବାରା ଆଦି ଦ୍ବାରାକୁ ଉତ୍କଳୀୟ ଢାଞ୍ଚାରେ ରୂପା ଦ୍ବାରା କରାଯାଇଛି ।

Related posts

ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ନାମଫଳକ ବାଧ୍ୟତାମୂଳକ

mahabharatanews

ଖଣି ମନ୍ତ୍ରଣାଳୟ ସଂସଦୀୟ କମିଟିରେ ସ୍ଥାନ ପାଇଲେ ସସ୍ମିତ

mahabharatanews

 କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସୁନାବେଶ 

mahabharatanews