ଓଡିଶା

କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ପୋଲିସ ଦ୍ବାରା ଅଟକ

କଣ୍ଟାବାଞ୍ଜି: ବଲାଙ୍ଗୀର କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂ ପୋଲିସ ଦ୍ବାରା ଅଟକ । କଣ୍ଟାବାଞ୍ଜି ଆଲିସାନ ସିନେମା ହଲରେ ଗଣ୍ଡୋଗଳ ଅଭିଯୋଗରେ ଅଟକ ରଖିଛି ପୋଲିସ । ଏପରିକି ପୁଲିସ ସହିତ ଗଣ୍ଡଗୋଳ କରୁଥିବାର କିଛି ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି । ବଟି ଆଦାୟ ପାଇଁ ସିନେମା ହଲ ମାଲିକଙ୍କୁ ବନ୍ଧୁକ ଦେଖାଇ ଧମକ ଦେଉଥିଲେ ବିଧାୟକଙ୍କ ପୁଅ ସେଜି ସିଂ । ସେଜି ସିଂଙ୍କୁ ତାଙ୍କ ଜିମରୁ ଧରି ତାଙ୍କ ବିରୋଧରେ IPC ଧାରା ୩୮୩, ୩୮୪ ଓ ୫୦୬ ଓ ଆର୍ମ ଆକ୍ଟ ଲାଗିଛି ।

Related posts

ବିଜେପିର ବନ୍ଧୁ ମିଳନ କର୍ଯ୍ୟକ୍ରମ ଅନୁଷ୍ଠିତ

mahabharatanews

ଖୋର୍ଦ୍ଧା – ବଲାଙ୍ଗୀର ରେଳ ପ୍ରକଳ୍ପ

mahabharatanews

ଆଜିଠୁ କାର୍ତ୍ତିକ ବ୍ରତ; ଶ୍ରୀକ୍ଷେତ୍ରରେ ଗହଳିଚହଳି

mahabharatanews