ଓଡିଶା

ସୋନିଆଙ୍କ ଜନ୍ମଦିନରେ ମୋଦିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ୭୩ ବର୍ଷରେ ପଦାର୍ପଣ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ । ମୋଦିଙ୍କ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ନେତା ସୋନିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ତେବେ ସମଗ୍ର ଦେଶରେ ମହିଳାଙ୍କ ଉପରେ ଅତ୍ୟା·ର, ନିର୍ଯ୍ୟାତନା ଓ ଅପରାଧ ବୃଦ୍ଧି ପାଉଥିବା କାରଣରୁ ଚଳିତ ବର୍ଷ ସୋନିଆ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ଘୋଷଣା କରିଥିଲେ ।

ସୋନିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ପାଇଁ ବହୁ କଂଗ୍ରେସ କର୍ମକର୍ତ୍ତାଙ୍କ ଭିଡ ତାଙ୍କ ବାସଭବନରେ ଦେଖିବାକୁ ମିଳିଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ସୋନିଆଙ୍କୁ ତାଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ସୋନିଆଙ୍କ ଦୀର୍ଘ ଓ ନିରୋଗୀ ଜୀବନ କାମନା କରିଥିଲେ ମୋଦି ।

Related posts

ଚତୁର୍ଥ ଦିନରେ ପ୍ରଭୁ ଶ୍ରୀଅଲାରନାଥଙ୍କ ଦର୍ଶନ

mahabharatanews

ପିଆଜ ଦରବୃଦ୍ଧି; କୃଷି ମନ୍ତ୍ରୀଙ୍କ ବାସଭବନ ଘେରାଉ

mahabharatanews

ରାଜ୍ୟରେ ୨୪ ଘଣ୍ଟାରେ କରୋନାଜନିତ ମୃତ୍ୟୁ ୧୮

mahabharatanews

Leave a Comment