ଓଡିଶା

 ଆରମ୍ଭ ହେଲା ପ୍ରଭୁ ଶ୍ରୀଅଲାରନାଥଙ୍କ ଦର୍ଶନ

(ଭୁବନେଶ୍ୱର) : ଆରମ୍ଭ ହେଲା ଶ୍ରୀଅଲାରନାଥଙ୍କ ଦର୍ଶନ । ଏଥିପାଇଁ ମଧ୍ୟ ପ୍ରବଳ ଭିଡ଼ । ହେବ ଏଣୁ ଏଠାକୁ ଭକ୍ତମାନଙ୍କର ଶୃଙ୍ଖଳିତ ତଥା ନିରାପଦ ଯାତ୍ରାକୁ ନିଶ୍ଚିତ କରିବା ପାଇଁ କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସ୍ୱତନ୍ତ୍ର ‘ମୋ ବସ୍’ ଚଳାଚଳ ପାଇଁ ଯୋଜନା ହୋଇଛି।

 

ସେପଟେ ଶ୍ରୀଜିଉଙ୍କ ଅଣସର ନୀତି ୧୫ ଦିନ ଧରି ଚାଲିବ। ଏହିସମୟରେ ଶ୍ରୀଜିଉଙ୍କ ବଦଳରେ ପଟଦିଅଁ ପୂଜା ପାଇବେ। ଶ୍ରୀଜଗନ୍ନାଥ ରୂପରେ ଅନନ୍ତ ନାରାୟଣ, ବଡ଼ଠାକୁର ବଳଭଦ୍ରଙ୍କ ରୂପରେ ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରାଙ୍କ ରୂପରେ ଭୁବନେଶ୍ୱରୀ ପୂଜା ପାଇବେ। ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମ, କୃଷ୍ଣ ଓ ନୃସିଂହ ଭଗବାନଙ୍କ ପଟିଦିଅଁ ବି ପୂଜା ପାଇବେ।

Related posts

୮ରୁ ଗଡ଼ିବ ପାରାଦୀପ-କେନ୍ଦୁଝରଗଡ଼ ପାସେଞ୍ଜର ଟ୍ରେନ୍‌

mahabharatanews

ଚାଲିଛି ଆଇଏଲଏକ ଅଜୟ ପରିଡାଙ୍କ ଶେଷ ଦର୍ଶନ 

mahabharatanews

‘ଲକ୍ଷଣ ଦେଖାଗଲେ ପରୀକ୍ଷା କରନ୍ତୁ’: ଜନ ସ୍ୱାସ୍ଥ୍ୟ ନିର୍ଦେଶକ

mahabharatanews