ଓଡିଶା

ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ: ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ଚଳିତ ରଥଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଉପରେ ଲାଗିବ ମୋହର । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତି ରହିଛନ୍ତି । ଗତକାଲି ହୋଇଥିଲା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ଛତିଶା ନିଯୋଗ ବୈଠକରେ ନିଆଯାଇଥିବା ନିଷ୍ପତି ଉପରେ ଲାଗିବ ମୋହର ।

Related posts

ପୋଲ ଉପରୁ ଭାସିଗଲା ମିନି ଟ୍ରକ୍

mahabharatanews

ରାଜ୍ୟରେ ସାଂଘାତିକ ସ୍ଥିତିରେ କ୍ୟାନସର୍‌ ପ୍ରାଦୁର୍ଭାବ

mahabharatanews

ସମ୍ବଲପୁରରୁ ୧୦ ଡକାୟତ ଗିରଫ : ୫ ଲକ୍ଷ ଟଙ୍କା, ଅଧ କେଜି ସୁନା ଜବତ

mahabharatanews