ଭାରତ

ଆଜିଠୁ ‘ଜି୨୦’ ବୈଠକ, ବାଦ ପଡିବ ଚୀନ୍

(କାଶ୍ମୀର) : କଶ୍ମୀରରେ ‘ଜି୨୦’ ବୈଠକକୁ ଚୀନ୍‌ ତୀବ୍ର ବିରୋଧ କରିଛି । ଶୁକ୍ରବାର ଦିନ ଚୀନ୍‌ର ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ୱାଙ୍ଗ୍‌ ୱେନ୍‌ବିନ୍‌ କହିଛନ୍ତି ଯେ, ‘ବିବାଦୀୟ’ ଅଞ୍ଚଳରେ କୌଣସି ପ୍ରକାରର ‘ଜି୨୦’ ବୈଠକକୁ ତୀବ୍ର ବିରୋଧ କରୁଥିବାରୁ ଚୀନ୍‌ ଏହି ବୈଠକରେ ଯୋଗ ଦେବନାହିଁ।

ସୂଚନାନୁଯାୟୀ ,ଶ୍ରୀନଗରରେ ହେବାକୁ ଥିବା ‘ଜି୨୦’ କାର୍ଯ୍ୟକ୍ରମ ସଂକ୍ରାନ୍ତରେ ଏହା ହେଉଛି ଚୀନ୍‌ ଦେଇଥିବା ପ୍ରଥମ କଠୋର ମନ୍ତବ୍ୟ ।ମେ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଶ୍ରୀନଗରରେ ‘ଜି୨୦ ଟୁରିଜିମ୍‌ ୱାର୍କିଙ୍ଗ୍‌ ଗ୍ରୁପ୍‌’ର ୩ୟ ବୈଠକ ଆୟୋଜନ କରାଯାଇଛି।

Related posts

ଗୁଳିମାଡ ଘଟଣାରେ ପୁଲିସର ଏଫଆଇଆର ରୁଜୁ

mahabharatanews

ବିଜେପିରେ ଯୋଗ ଦେଲେ ଖଣି ବ୍ୟବସାୟୀ ଜି ଜନାର୍ଦ୍ଦନ ରେଡ୍ଡୀ

mahabharatanews

ଦୀପିକାଙ୍କ ସାଙ୍ଗରେ ରାମ୍ପରେ ଚାଲିଲେ ରଣବୀର ସିଂ; ଭିଡ଼ିଓ ହେଉଛି ଭାଇରଲ

mahabharatanews