ଓଡିଶାଶିକ୍ଷା

ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ପିଲା ପଢିବେ ନୂଆ ବହି…

ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ। ପିଲା ପଢିବେ ନୂଆ ବହି। ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ। ରାଜ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନରେ ପରିଚାଳିତ ହେଉଥିବା ସ୍କୁଲ ଗୁଡିକର ପ୍ରଥମ ଶ୍ରେଣୀରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ପାଠ୍ୟପୁସ୍ତକ ପରିବର୍ତ୍ତନ କରିବା ପାଇଁ ସରକାରଙ୍କ ପରିକଳ୍ପନା ରହିଛି ଓ ଏହାର ପ୍ରସ୍ତୁତି ପ୍ରକ୍ରିୟା ପର୍ୟ୍ୟାୟ କ୍ରମେ ଜାରି ରହିଛି। ଏନେଇ ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ।

Related posts

ରଘୁନାଥପୁର ବ୍ଲକର ୬୩ ବିଦ୍ୟାଳୟ ନିଶ୍ଚିନ୍ତକୋଇଲି ବ୍ଲକରେ ମିଶିଲା

mahabharatanews

ଆମେରିକାର ଦୃଢିକରଣ ସର୍ବୋପରି ବିଶ୍ୱ ଭାତୃତ୍ୱ ଭାବ ପ୍ରତିଷ୍ଠା ଦିବରେ ଲୋକପ୍ରତିନଧି ଓ ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଟିପଣୀ ଦେଇ ପ୍ରଶଂସିତ ହୋଇଛି ପୂବର୍ତନ ବିଧାୟକ ଅନୁଭବ ପଟ୍ଟନାୟକ

mahabharatanews

ଅନେକ ଦେଶରେ ତୃତୀୟ ଲହର ଆସିସାରିଲାଣି: ଡିଏମଇଟି

mahabharatanews