ଓଡିଶା

ଆସନ୍ତା ୫ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା

(ଭୁବନେଶ୍ୱର) :  ଆସନ୍ତା ୫ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ବଲାଙ୍ଗୀର, ସୋନପୁର, ଟିଟିଲାଗଡ଼, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ଦିନର ତାପମାତ୍ରା ୪୩ ଡିଗ୍ରି ଉପରେ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସୂଚନାନୁଯାୟୀ ,  ଜୁନ୍‌ ପହିଲାରେ ବରଗଡ଼ ସମେତ ସମ୍ବଲପୁର, ଝାରସୁଗୁଡ଼ା, ଟିଟିଲାଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ରାଉରକେଲା ପରି ସହରର ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ। ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଛି।

Related posts

ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସଡକ ସୁରକ୍ଷା ବୈଠକ

mahabharatanews

ରାଜ୍ୟରେ ଆଉ ୧୪୩ କରୋନା ଚିହ୍ନଟ

mahabharatanews

ହାଇକୋର୍ଟରେ ରାଜ୍ୟରେ ହାତୀ ମୃତ୍ୟୁ ସମ୍ପର୍କିତ ମାମଲା

mahabharatanews