ଭାରତ

ନୋଟିସ୍ ପରେ କ୍ଷମା ମାଗିଲା ପତଞ୍ଜଳି 

(ଦିଲ୍ଲୀ) : ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କ ନୋଟିସ୍ ପରେ କ୍ଷମା ମାଗିଲା ପତଞ୍ଜଳି । ତେବେ ଭବିଷ୍ୟତରେ ଏପରି ଭୁଲ ହେବ ନାହିଁ ବୋଲି କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଳକୃଷ୍ଣା କହିଛନ୍ତି ଏବଂ କ୍ଷମା ପ୍ରାର୍ଥନା କରିଛନ୍ତି ।

ସୂଚନାନୁଯାୟୀ , ବାବା ରାମଦେବଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ । ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ଆସନ୍ତ ୨ ସପ୍ତାହ ମଧ୍ୟରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିକୋର୍ଟ । ଏହାସହ ପତଞ୍ଜଳି ଏମଡି ଆଚାର୍ଯ୍ୟ ବାଲକ୍ରିଷ୍ଣନଙ୍କୁ ନୋଟିସ୍ ମଧ୍ୟ ଜାରି କରିବା ସହ ତାଙ୍କୁ ମଧ୍ୟ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଜାରି କରିଥିଲେ  ।

Related posts

ଅଚାନକ ଜଳିଗଲା କ୍ୟାମ୍ପ, ୯ ମୃତ  

mahabharatanews

ଆଖି ବୁଜିଲେ ଗ୍ୟାଙ୍ଗଷ୍ଟାର ମୁଖତାର ଅନସାରୀ 

mahabharatanews

ପରଲୋକରେ ରାଜ୍ୟସଭା ସାଂସଦ ସୁଶୀଲ କୁମାର ମୋଦୀ

mahabharatanews