ଓଡିଶାମନୋରଞ୍ଜନ

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ଭୂମିକାରେ ଅଭିନୟ କରିବେ ସୁଶୀଲ ମେହେର

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ଭୂମିକାରେ ଅଭିନୟ କରିବେ ସୁଶୀଲ ମେହେର । ୩ ବର୍ଷ ପାଇଁ କଂସ ଭୂମିକାରେ ଅଭିନୟ କରିବେ ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଚିଚିଣ୍ତା ଗ୍ରାମର ସୁଶୀଲ ମେହେର । ୩୫ ଜଣ କଳାକାର ଙ୍କୁ ପଛରେ ପକାଇ ବିଚାରକ ମଣ୍ଡଳୀ ର ହୃଦୟ ଜିଣିଲେ ସୁଶିଲ । ବରଗଡ଼ ଜିଲ୍ଲା ତଥା ଜିଲ୍ଲା ବାହାର ର ଅନେକ ସ୍ଥାନରେ କଂସ, ରାବଣ ଭଳି ବିଭିନ୍ନ ଚରିତ୍ରରେ ଅଭିନୟ କରିଥିଲେ ସୁଦ୍ଧା ପ୍ରଥମ ଥର ବିଶ୍ଵ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ମହୋତ୍ସବ ରେ ସେ କଂସ ଭୂମିକାରେ ଅଭିନୟ କରିବେ । ତେବେ ୪୪ ଜଣ କଳାକାର କଂସ ଭୂମିକା ପାଇଁ ଆବେଦନ କରିଥିବା ବେଳେ ୩୬ ଜଣ କଳାକାର ଅଡିସନ ରେ ଭାଗ ନେଇଥିଲେ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କଳାକାର ସମନ୍ବୟ କମିଟିର ଆବାହକ ତଥା ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର ।

Sushil Kumar Meher to play Kansa for Bargarh Dhanu Yatra 2025 - Prameya News

Related posts

ମାନସିକ ଦୁର୍ବଳ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

mahabharatanews

ପୁଣି ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ମିଳିଛି ବୋମା ଧମକ

mahabharatanews

ପୁଣି ୬୪୭ କରୋନା ପଜିଟିଭ ବାହାରିଲେ

mahabharatanews