ବିନା ଛୁଟିରେ ବହୁ ବର୍ଷ ଧରି କାର୍ଯ୍ୟରେ ଅନୁପସ୍ଥିତ ରହୁଥିବା ୨୪ ଶିକ୍ଷକଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଚାକିରିରୁ ବିଦା କରିଛନ୍ତି
ନବରଙ୍ଗପୁର: ବହିଷ୍କୃତ ହେଲେ ୨୪ ଶିକ୍ଷକ | ବିନା ଛୁଟିରେ ବହୁ ବର୍ଷ ଧରି କାର୍ଯ୍ୟରେ ଅନୁପସ୍ଥିତ ରହୁଥିବା ୨୪ ଶିକ୍ଷକଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଚାକିରିରୁ ବିଦା କରିଛନ୍ତି। ଅଭିଯୋଗ ଅନୁଯାୟୀ, ଏହି ଶିକ୍ଷକମାନେ...
