5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ : ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧା ସୁଯୋଗର ବିକାଶ ଯୋଜନା ପନ୍ଦର ଦିନ ମଧ୍ୟରେ ପ୍ରସ୍ତୁତ କରିବାକୁ କରିବେ ଜିଲ୍ଲାପାଳ
ଭୁବନେଶ୍ବର : ଆଜି ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ 5T ସଚିବ ଭି କେ ପାଣ୍ଡିଆନ୍ | ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ 5T ସଚିବ...
