ଓଡିଶା୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତmahabharatanewsDecember 3, 2019 by mahabharatanewsDecember 3, 20190512 (ମମତା ସାମଲ)ମାହାଭାରତ : ସୋନପୁର-ବଲାଙ୍ଗିର ରାସ୍ତାର ଖାରୀ ନିକଟରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଆମ୍ବୁଲାନ୍ସଟି ରାସ୍ତା ତଳକୁ ଓଲଟି ପଡିଛି । ଏଥିରେ କେହି ମୃତାହତ ହୋଇନାହାନ୍ତି । ସୂଚନା ଅନୁଯାୟୀ,...